ଛାତ୍ର ସଂସଦ ନିର୍ବାଚନ: ବାଲୁଗାଁ କଲେଜରେ ଏବିଭିପି ବିଜୟୀ

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଅଧୀନ ସରକାରୀ ବିଶ୍ବବିଦ୍ୟାଳୟ, ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟରେ ଗୁରୁବାର ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହୋଇଛି। ସକାଳ ୮ଟାରୁ ଅପରାହ୍ଣ ୨ଟା ପର୍ଯ୍ୟନ୍ତ ଲକ୍ଷାଧିକ ଛାତ୍ରଛାତ୍ରୀ ସେମାନଙ୍କ ନେତା ଚୟନ କରିଛନ୍ତି। ବାଲଟ୍‌ ପେପର ଓ ବାକ୍ସ ପ୍ରସ୍ତୁତ ସରିଥିବା ବେଳେ ସମସ୍ତ କ୍ୟାମ୍ପସ୍‌ରେ ବ୍ୟାପକ ପୁଲିସ ମୁତୟନ ହୋଇଥିଲେ। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ନିର୍ବାଚନକୁ ବାତିଲ କରାଯାଇଛି। ତେଣୁ  ଚଳିତବର୍ଷ ୧୨ଟି ବିଶ୍ବବିଦ୍ୟାଳୟ … Continue reading ଛାତ୍ର ସଂସଦ ନିର୍ବାଚନ: ବାଲୁଗାଁ କଲେଜରେ ଏବିଭିପି ବିଜୟୀ