17.1 C
Bhubaneswar
Wednesday, December 10, 2025
Homeଓଡିଶାହଷ୍ଟେଲ୍‌ରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ହଷ୍ଟେଲ୍‌ରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଗୁଣପୁର: ଏକ ଘରୋଇ ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ବିଶ୍ୱବିଦ୍ୟାଳୟର ହଷ୍ଟେଲ ଭିତରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଠାବ କରାଯାଇଛି । ଛାତ୍ର ଜଣକ ବାୟୋଟେକ୍ ଦ୍ୱିତୀୟ ବର୍ଷରେ ପଢୁଥିଲେ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅଧି ତଥ୍ୟ ପାଇଁ ତଦନ୍ତ ଜାରି ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking