27.1 C
Bhubaneswar
Saturday, August 15, 2026
Homeଓଡିଶାବାଥରୁମ୍‌ରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଥରୁମ୍‌ରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବରଗଡ଼ : ବାଥରୁମ୍‌ରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଏପରି ଏକ ଅଭାବନୀୟ ଘଟଣା ବରଗଡ଼ ଜିଲ୍ଲା ପଦ୍ମପୁରରେ ଥିବା ଅନ୍ଵେଷା ହଷ୍ଟେଲରେ ଘଟିଛି । ମୃତ ଛାତ୍ର ଜଣଙ୍କ ହେଲେ ମେଲଚାମୁଣ୍ଡା ଥାନା ଝଙ୍କରପାଲି ଗ୍ରାମର ପ୍ରିନ୍ସ କୁମ୍ଭାର। ପ୍ରିନ୍ସ ହଷ୍ଟେଲରେ ରହି ପାଠ ପଢୁଥିଲେ। ଗତକାଲି ରାତିରେ ହଷ୍ଟେଲ ବାଥରୁମରୁ ପ୍ରିନ୍ସଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ପ୍ରିନ୍ସ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି କାରଣ ଅସ୍ପଷ୍ଟ ଥିବା ବେଳେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି।ପୁଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking