ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କୁ ୨୦୦ ଏମଏଲ ଭିଟାମିନ ଏ ଓ ଡି ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର । ଏଣିକି ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର । ଏନେଇ ସୂଚନା ଦେଇଛନ୍ତି ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି । ୨୯ ଟି ସ୍କୁଲରେ ୧୧୮୪ ପିଲାଙ୍କୁ କ୍ଷୀର ଦେବାର ଶୁଭାରମ୍ଭ ହୋଇଛି । ରାଇରଙ୍ଗପୁରରେ ପ୍ରାରମ୍ଭିକ ଭାବରେ ଗିଫ୍ଟ ମିଲ୍ଲର ଶୁଭାରମ୍ଭ ହୋଇଛି ।