33.1 C
Bhubaneswar
Tuesday, April 22, 2025
Homeଓଡିଶାଷ୍ଟୁଡିଓ ମାଲିକଙ୍କୁ ବୀଭତ୍ସ ହତ୍ୟା  

ଷ୍ଟୁଡିଓ ମାଲିକଙ୍କୁ ବୀଭତ୍ସ ହତ୍ୟା  

ଯାଜପୁର : ଷ୍ଟୁଡିଓ ମାଲିକଙ୍କୁ  ବୀଭତ୍ସ ଭାବେ ହାଣି ହତ୍ୟା କରାଯାଇଛି ।  ଷ୍ଟୁଡିଓ ଭିତରୁ କ୍ଷତାକ୍ତ ମୃତଦେହ ଉଦ୍ଧାର କରିଛି ପୋଲିସ । ଯାଜପୁର ରୋଡ ଥାନା ସୋବରାରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ପୂର୍ୱ ଶତ୍ରୁତାରୁ ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking