23.1 C
Bhubaneswar
Monday, March 24, 2025
Homeଓଡିଶାସୁଭଦ୍ରା: ଦ୍ୱିତୀୟ କିସ୍ତିରୁ ୧ ଲକ୍ଷ ବଞ୍ଚିତ

ସୁଭଦ୍ରା: ଦ୍ୱିତୀୟ କିସ୍ତିରୁ ୧ ଲକ୍ଷ ବଞ୍ଚିତ

ଭୁବନେଶ୍ୱର: ସୁଭଦ୍ରା ଦ୍ୱିତୀୟ କିସ୍ତି ପାଇବାରୁ ୧ଲକ୍ଷ ମହିଳା ବଞ୍ଚିତ । ରାସନକାର୍ଡ ଓ ଇନ୍‌କମରେ ତାଳମେଳ ଖିଲାପି ଯୋଗୁଁ ୧ ଲକ୍ଷ ମହିଳା ଅସୁବିଧା ଭୋଗୁଛନ୍ତି । ଯେଉଁମାନେ ପ୍ରଥମ କିସ୍ତି ପାଇଥିଲେ ,ଦ୍ଵିତୀୟ କିସ୍ତି ଆସିବା ବେଳେ ତାଙ୍କ ପାଖରେ ଥିବା ରାସନ କାର୍ଡକୁ ଆୟବର୍ଗ ଅଧିକ ଥିବାରୁ ମିଳିନାହିଁ ଟଙ୍କା । ୫ ଏକର ଜମି ନ ଥାଇ ଧାନ ମଣ୍ଡିରେ ଅଧିକ ଧାନ ଦେଇଛନ୍ତି। ଏ ଯେଉଁ ଅସୁବିଧା ହିତାଧିକାରୀ ଚୟନ ପ୍ରକ୍ରିୟାକୁ ଚାଲେଞ୍ଜ କରିଛି । ସେ କାରଣରୁ ୧ ଲକ୍ଷ ମହିଳାଙ୍କ ରିଭ୍ୟୁ ଚାଲିଛି । ମାର୍ଚ୍ଚ ୩୧ ପରେ ହେବ ୱାନ୍ ଟୁ ୱାନ୍ ସର୍ଭେ । ରାକ୍ଷୀ ପୂର୍ଣ୍ଣିମାରେ ବଞ୍ଚିତ ଯୋଗ୍ୟ ହିତାଧିକାରୀ ପାଇବେ ଦ୍ୱିତୀୟ କିସ୍ତି ।ଏନେଇ ଉପମୁଖମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସୂଚନା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking