28.1 C
Bhubaneswar
Wednesday, April 29, 2026
Homeଓଡିଶାଅଗଷ୍ଟ ୯ରେ ମିଳିବ ସୁଭଦ୍ରା କିସ୍ତି: ଉପମୁଖ୍ୟମନ୍ତ୍ରୀ

ଅଗଷ୍ଟ ୯ରେ ମିଳିବ ସୁଭଦ୍ରା କିସ୍ତି: ଉପମୁଖ୍ୟମନ୍ତ୍ରୀ

କୋଣାର୍କ: ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା। କହିଲେ ଅଗଷ୍ଟ ୯ରେ ୧ କୋଟି ୨ ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି। ୧ ଲକ୍ଷ ୮୮ ହଜାର ବଞ୍ଚିତ ହିତାଧିକାରୀଙ୍କ ପାଇଁ ପର୍ଯ୍ୟାୟ କ୍ରମେ ବ୍ୟବସ୍ଥା ହେବ। ଯୋଗ୍ୟ ହେଲେ ଅଗଷ୍ଟ ୯ ତାରିଖରେ ମିଳିବ ସୁଭଦ୍ରା କିସ୍ତି। ବଳକା ହିତାଧିକାରୀ ଯୋଗ୍ୟ ହେଲେ ମାର୍ଚ୍ଚ ୮ରେ ସମସ୍ତ କିସ୍ତିର ଅର୍ଥ ପାଇବେ। ଜିରୋ ଇନକମ୍ ଟ୍ୟାକ୍ସ ଦେଉଥିବେ, ୨.୫ ଲକ୍ଷରୁ ଊର୍ଦ୍ଧ୍ବ ରୋଜଗାର ଥିଲେ ସୁଭଦ୍ରା ମିଳିବନି। କୋଟିଆରେ ଘରେ ଘରେ ସୁଭଦ୍ରା ଟଙ୍କା ପହଞ୍ଚିବ- ପ୍ରଭାତୀ ପରିଡ଼ା। ଏହା ପୂର୍ବରୁ କୋଟିଆ ଯାଇ ସୁଭଦ୍ରା ଏନ୍‌ରୋଲ୍‌ମେଣ୍ଟ ଚେକ୍‌ କରିବେ। ଅଗଷ୍ଟ ୯ କିସ୍ତି ମୁଖ୍ୟମନ୍ତ୍ରୀ କୋରାପୁଟ ଜୟପୁର ଗସ୍ତ କରି ପ୍ରଦାନ କରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking