32.1 C
Bhubaneswar
Saturday, May 2, 2026
Homeଓଡିଶାଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା: ପ୍ରଭାତୀ

ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା: ପ୍ରଭାତୀ

ଭୁବନେଶ୍ୱର: ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ପାଇବେ ସୁଭଦ୍ରା ଟଙ୍କା । ୧ ଲକ୍ଷ ୭୮ ହଜାର ୩୯୮ ନୂଆ ହିତାଧିକାରୀଙ୍କୁ ମିଳିବ ୫ ହଜାର ଟଙ୍କା । ପୂର୍ବର ବାଦ୍ ପଡିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ପୁଣି ଥରେ ସାମିଲ କରାଯାଇଛି । ବାଦ୍ ପଡିଥିବା ହିତାଧିକାରୀ ସମସ୍ତ କିସ୍ତି ଏକାଥରକେ ପାଇବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking