ଭୁବନେଶ୍ୱର: ଭୁବନେଶ୍ୱରରେ ନିର୍ମାଣ ହେବ ସୁଭଦ୍ରା ଶକ୍ତି ବଜାର । ପ୍ରତ୍ୟେକ ଜିଲ୍ଲାରେ ସୁଭଦ୍ରା ଶକ୍ତି ବଜାର ବି ପ୍ରତିଷ୍ଠା ହେବ । ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ଉତ୍ପାଦ ବିକ୍ରି କରାଯିବ । ବର୍ତ୍ତମାନ ସୁଦ୍ଧା ୧୬ ଲକ୍ଷ ୩୬ ହଜାର ଲକ୍ଷପତି ଦିଦି ସୃଷ୍ଟି କରିଛନ୍ତି । ସହରାଞ୍ଚଳରେ କୌଣସି ଲକ୍ଷପତି ଦିଦି ଚିହ୍ନଟ ହୋଇନାହିଁ । ୩,୫୨୭୩୮ ଗୋଷ୍ଠୀକୁ ୧୭, ୪୫୪.୭୪ କୋଟି ଋଣ ପ୍ରଦାନ କରାଯାଇଛି ।









