20.1 C
Bhubaneswar
Saturday, December 21, 2024
Homeଓଡିଶାସୁଭଦ୍ରା ଯୋଜନା : ଆଜି ଆସିବ ୧ ଟଙ୍କା

ସୁଭଦ୍ରା ଯୋଜନା : ଆଜି ଆସିବ ୧ ଟଙ୍କା

ଭୁବନେଶ୍ୱର : ରାଜ୍ୟ ସରକାର ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିରେ ୫ ହଜାର ଟଙ୍କା ଲେଖାଏଁ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟଙ୍କୁ ପ୍ରଦାନ କରିଛନ୍ତି । ଆସନ୍ତା ୯ ତାରିଖ ଦିନ ବାରିପଦା ସମାବେଶରୁ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ । ତେବେ ଆଜି  ଦ୍ୱିତୀୟ ପର୍ଯ୍ୟାୟରେ ପାଇବାକୁ ଥିବା ହିତାଧିକାରୀଙ୍କ ଆକାଉଣ୍ଟକୁ ୧ ଟଙ୍କା ଲେଖାଏଁ ପଠାଯିବ । ପ୍ରତମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ସୁଭଦ୍ରାର ଆଜି ଆସିବ ୧ ଟଙ୍କା । ଆଜି ୧ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବାର ଅଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା କହିଛନ୍ତି । ଆସନ୍ତା ୯ ତାରିଖ ଦିନ ଯୋଗ୍ୟ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ । ଆଜି ସୁଦ୍ଧା ବୋଧେ ୧ କୋଟି ମହିଳାଙ୍କ ଆବେଦନ ପୂରଣ ହେବ ବୋଲି ଶ୍ରୀମତୀ ପରିଡ଼ା କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking