ଆଇଏଏସ୍ ସ୍ତରରେ ବଦଳୀ

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ଆଇଏଏସ୍ ସ୍ତରରେ ବଦଳୀ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ରାଜ୍ୟ ଶ୍ରମ କମିଶନର ତଥା ଓଡ଼ିଶା ଜୀବିକା ମିଶନ ନିର୍ଦ୍ଦେଶକ ୨୦୦୯ ବ୍ୟାଚ୍ ଆଇଏଏସ୍ ଡଃ ଥିରୁମାଳା ନାଏକଙ୍କୁ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ବଦଳି କରାଯାଇଛି । ଥିରୁମାଳାଙ୍କ ବଦଳି ପରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ପଦବୀକୁ ରାଜ୍ୟ ସରକାର ଆଇଏଏସ୍ କ୍ୟାଡ଼ରରେ ଅତିରିକ୍ତ ସଚିବଙ୍କୁ ମିଳୁଥିବା ସୁବିଧା ଓ … Continue reading ଆଇଏଏସ୍ ସ୍ତରରେ ବଦଳୀ