31.1 C
Bhubaneswar
Friday, May 22, 2026
Homeଓଡିଶାଅଗ୍ନି-୧ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ଅଗ୍ନି-୧ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ଚାନ୍ଦିପୁର: ଓଡ଼ିଶା ଉପକୂଳ ଚାନ୍ଦିପୁର ସ୍ଥିତ ସମନ୍ୱିତ ପରୀକ୍ଷଣ ଘାଟୀରୁ ଆଜି ସ୍ୱଳ୍ପ ଦୂରଗାମୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ସଫଳ ପରୀକ୍ଷଣ ସମ୍ପନ୍ନ ହୋଇଛି। ସମସ୍ତ ପରିଚାଳନାଗତ ଏବଂ ବୈଷୟିକ ମାନଦଣ୍ଡ ଦୃଷ୍ଟିରୁ ପରୀକ୍ଷଣ ସଫଳ ହୋଇଥିଲା। ରଣନୀତିକ ବାହିନୀ କମାଣ୍ଡ ଅଧୀନରେ ଏହି ପରୀକ୍ଷଣ କାର୍ଯ୍ୟକାରୀ କରାଯାଇଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking