ଯାଜପୁର: ଯାଜପୁର ଜିଲ୍ଲାର ଧର୍ମଶାଳା ବ୍ଲକ ଅଧ୍ୟକ୍ଷା ହେଲେ ବିଜେପି ସମର୍ଥିତ ସୁଚିସ୍ମିତା ଦାସ । ନିର୍ଦ୍ଧାରିତ ସମୟରେ ଆଉ କେହି ପ୍ରାର୍ଥୀପତ୍ର ଦାଖଲ ନକରିବାରୁ ନିଦ୍ୱର୍ନ୍ଦରେ ନିର୍ବାଚିତ ହେଲେ । ସୁଚିସ୍ମିତା ଦାସ ହେଉଛନ୍ତି କ୍ଷେତ୍ରପାଳ ପଞ୍ଚାୟତର ସମିତିସଭ୍ୟ । ପ୍ରଭାତ ବଳବନ୍ତରାୟଙ୍କ ଇସ୍ତଫା ପରେ ଖାଲି ପଡିଥିଲା ଅଧ୍ୟକ୍ଷ ପଦ ।










