29.1 C
Bhubaneswar
Saturday, July 27, 2024
Homeଓଡିଶାସୁଦାମ ମାର୍ଣ୍ଡିଙ୍କୁ ରାଜସ୍ୱ ବିଭାଗ ଦାୟିତ୍ୱ

ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ୱ ବିଭାଗ ଦାୟିତ୍ୱ

ଭୁବନେଶ୍ୱର: ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିବା ପୂର୍ବରୁ  ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ପ୍ରମିଳା ଇସ୍ତଫା ଦେବା ପରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ଦିଆଯାଇଛି ରାଜସ୍ୱ ବିଭାଗ । ସୁଦାମ ମାର୍ଣ୍ଡିଙ୍କ ହାତରେ ଏବେ  ରାଜସ୍ୱ ବିଭାଗ ଅତିରିକ୍ତ ଦାୟିତ୍ୱ  ରହିଛି ।

ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଲେ ପ୍ରମିଳା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking