20.1 C
Bhubaneswar
Wednesday, December 11, 2024
Homeଦେଶ ବିଦେଶଯୁବପୀଢିଙ୍କ ହଠାତ ମୃତ୍ୟୁର କାରଣ ଟୀକା ନୁହେଁ: ସ୍ୱାସ୍ଥ୍ୟ ମନ୍ତ୍ରୀ

ଯୁବପୀଢିଙ୍କ ହଠାତ ମୃତ୍ୟୁର କାରଣ ଟୀକା ନୁହେଁ: ସ୍ୱାସ୍ଥ୍ୟ ମନ୍ତ୍ରୀ

ନୂଆଦିଲ୍ଲୀ: ଯୁବପୀଢିଙ୍କ ହଠାତ୍ ମୃତ୍ୟୁ ପଛରେ ନାହିଁ କରୋନା ଟିକାର ଭୂମିକା । ଆଇସିଏମଆର ଷ୍ଟଡିର ରିପୋର୍ଟକୁ ନେଇ ଏବେ ଚର୍ଚ୍ଚା। ରାଜ୍ୟସଭାରେ ଏ ସମ୍ପକରେ ଉତ୍ତର ରଖିଛନ୍ତି ଜେ.ପି ନଡ୍ଡା । ଆଜିକାଲି ଅନେକ ଲୋକଙ୍କର ଅକାଳରେ ମୃତ୍ୟୁ ହେଉଥିବାବେଳେ ଏହାର କାରଣ ଟିକା ନୁହେଁ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। କୋଭିଡ ୧୯ ଟିକା ଯୋଗୁ ମୃତ୍ୟୁ ହେଉନାହିଁ। ବରଂ କୋଭିଡ ଟିକା ଯୋଗୁଁ ମୃତ୍ୟୁ ହାର କମିଛି ବୋଲି କହିଛନ୍ତି ନଡ୍ଡା । ପୂର୍ବରୂ କୋଭିଡ ଟିକା ପାଇଁ ଯୁବପିଢିଙ୍କ ହଠାତ ମୃତ୍ୟୁ ହୋଇଥିବା ନେଇ ରିପୋର୍ଟ ଆସିଥିଲା । କିନ୍ତୁ ଆଇସିଏମଆର ଷ୍ଟଡି ରିପୋର୍ଟ ଅନୁଯାୟୀ, ଅକ୍ଟୋବର ୨୦୨୧ରୁ ମାର୍ଚ୍ଚ ୨୦୨୩ ମଧ୍ୟରେ ୧୮ରୁ ୪୫ ବର୍ଷିୟ ଲୋକଙ୍କ ମଧ୍ୟରେ ହଠାତ୍ ମୃତ୍ୟୁ ହୋଇଥିଲା। ଏଭଳି ୭୨୯ ଲୋକଙ୍କ ହଠାତ୍ ମୃତ୍ୟୁ ପରେ କୋଭିଡ ଟିକା ଉପରେ ପ୍ରଶ୍ନ ଉଠିଥିଲା । କିନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୟାନ ପରେ ଏହି ଆଶଙ୍କା ଦୂର ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking