43.9 C
Bhubaneswar
Friday, April 19, 2024
Homeଓଡିଶାସମ୍ ଡାକ୍ତରଙ୍କୁ ଗୁରୁ ଗୌରବ ସମ୍ମାନ ପ୍ରଦାନ

ସମ୍ ଡାକ୍ତରଙ୍କୁ ଗୁରୁ ଗୌରବ ସମ୍ମାନ ପ୍ରଦାନ

ଭୁବନେଶ୍ୱର : ୨୧ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିୁଚ୍ୟଟ୍‌
ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡାକ୍ତର ଶିବ ପ୍ରସାଦ ଦଳାଇଙ୍କୁ
‘ଗୁରୁ ଗୌରବ ସମ୍ମାନ’ରେ ସମ୍ମାନିତ କରାଯାଇଛି ।
ଦୈନିକ ଓଡ଼ିଆ ସମ୍ବାଦପତ୍ର ‘ସମାଜ’ର ୧୦୨ତମ ସ୍ୱନକ୍ଷତ୍ର ଦିବସ ଅବସରରେ
ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ସମ୍‌ର ମେଡିସିନ୍ ବିଭାଗର ଡାକ୍ତର ଶିବ ପ୍ରସାଦ ଦଳାଇଙ୍କୁ
ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଏହି ସମ୍ମାନ ପ୍ରଦାନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking