28.1 C
Bhubaneswar
Saturday, April 27, 2024
Homeଓଡିଶାଆଇଏମଏସ ଆଣ୍ଡ ସମ ହସ୍ପିଟାଲକୁ ଏନଏବିଏଚ ମାନ୍ୟତା

ଆଇଏମଏସ ଆଣ୍ଡ ସମ ହସ୍ପିଟାଲକୁ ଏନଏବିଏଚ ମାନ୍ୟତା

ଭୁବନେଶ୍ୱର,: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ
ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲକୁ ସମ୍ମାନଜନକ ନ୍ୟାସନାଲ ଆକ୍ରେଡିସନ ବୋର୍ଡ ଫର ହସ୍ପିଟାଲ୍ସ ଆଣ୍ଡ
ହେଲଥକେୟାର ପ୍ରୋଭାଇଡର୍ସ (ଏନଏବିଏଚ) ସ୍ୱୀକୃତି ପ୍ରାପ୍ତ ହୋଇଛି ।
ଗତ ମେ ୧୩ ତାରିଖରୁ ଲାଗୁ ହୋଇଥିବା ଏହି ସ୍ୱୀକୃତି ଆସନ୍ତା ୪ ବର୍ଷ ଯାଏଁ ବଳବତର ରହିବ ।
ଏନଏବିଏଚ ହେଉଛି କ୍ୱାଲିଟି କାଉନସିଲ ଅଫ ଇଣ୍ଡିଆର ଏକ କନଷ୍ଟିଚ୍ୟୁଏଂଟ ବୋର୍ଡ ଅଟେ ।
ଆଇଏମଏସ ଆଣ୍ଡ ସମ୍ ହସ୍ପିଟାଲ ଦ୍ୱିତୀୟ ଥର ପାଇଁ ଏହି ଏନଏବିଏଚ ମାନ୍ୟତା ହାସଲ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking