34.1 C
Bhubaneswar
Thursday, April 25, 2024
Homeଓଡିଶାକୋଭିଡ୍ ମହାମାରୀରେ ଉତ୍କୃଷ୍ଟ ସେବା ନିମନ୍ତେ ସମ୍ ଅଲ୍ଟିମେଟ୍ ମେଡିକେୟାର ସମ୍ମାନିତ

କୋଭିଡ୍ ମହାମାରୀରେ ଉତ୍କୃଷ୍ଟ ସେବା ନିମନ୍ତେ ସମ୍ ଅଲ୍ଟିମେଟ୍ ମେଡିକେୟାର ସମ୍ମାନିତ

ଭୁବନେଶ୍ୱର : କନ୍‌ଫେଡେରେସନ୍ ଅଫ୍ ଇଣ୍ଡିଆନ୍ ଇଣ୍ଡଷ୍ଟ୍ରୀ (ସିଆଇଆଇ) ଓଡ଼ିଶା ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ
ଆୟୋଜିତ “ଆଇସିଟ
ି ଆୱାର୍ଡ: ଫୋକସ୍ କୋଭିଡ୍‌-୧୯” କାର୍ଯ୍ୟକ୍ରମରେ ସମ୍ ଅଲ୍ଟିମେଟ୍ ମେଡିକେୟାର, ମଲ୍ଟି ସ୍ପେଶିଆଲିଟି
କ୍ୱାର୍ଟରନାରୀ କେୟାର ହସ୍ପିଟାଲ୍ ସେବା କ୍ଷେତ୍ରରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି ।
ସିଆଇଆଇ ଇଣ୍ଡଷ୍ଟ୍ରିଆଲ୍ କାର୍ନିଭାଲ୍‌ର ଏହି ମେଗା କାର୍ଯ୍ୟକ୍ରମ ରାଜ୍ୟ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ଓ
ସଫ୍‌ଟୱେର୍ ଟେକ୍ନୋଲୋଜି ପାର୍କ ଅଫ୍ ଇଣ୍ଡିଆ (ଏସ୍‌ଟିପିଆଇ) ଓଡ଼ିଶା କାର୍ଯ୍ୟାଳୟ ଏବଂ ନ୍ୟାସ୍‌ନାଲ୍ ଇନ୍‌ଫର୍ମାଟିକ୍ସ ସେଂଟର୍‌
(ଏନ୍‌ଆଇସି) ର ସହଯୋଗରେ ଆୟୋଜିତ ହୋଇଥିବା ବେଳେ ଏଥିରେ କୋଭିଡ୍ ମହାମାରୀ ସମୟରେ ସୂଚନା ଓ
ଯୋଗାଯୋଗ କ୍ଷେତ୍ରରେ ଉତମ କାର୍ଯ୍ୟ ପ୍ରଣାଳୀକୁ ଗୁରୁତ୍ୱ ପ୍ରଦାନ କରାଯାଇଥିଲା ।
ସ୍ୱାସ୍ଥ୍ୟସେବାକୁ ନେଇ ସେବା କାଟେଗୋରୀରେ ସମ୍ମାନ ପାଇବା କ୍ଷେତ୍ରରେ ଓଡ଼ିଶାରେ ସମ୍ ଅଲ୍ଟିମେଟ୍ ମେଡିକେୟାର ହେଉଛି
ଏକମାତ୍ର ହସ୍ପିଟାଲ୍ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking