ଆସନ୍ତା ୫ ଦିନ ଯାଏଁ ଜାରି ରହିବ ଗ୍ରୀଷ୍ମ ପ୍ରବାହ: ୪୩ ଡିଗ୍ରି ଟପିଲା ରାଜଧାନୀର ତାପମାତ୍ରା

ଭୁବନେଶ୍ୱର: ଆଜି ଆଜି ଦିନ ୨ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୪୩.୮ ଡ଼ିଗ୍ରି ଏବଂ ଆଦ୍ରତା ୪୦% ରେକର୍ଡ କରାଯାଇଛି। ସମ୍ବଲପୁରରେ ତାପମାତ୍ରା ସର୍ବାଧିକ ୪୫.୩ ଡିଗ୍ରି  ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଏଣେ ଆହୁରି ୫ ଦିନ ପ୍ରଚଣ୍ଡ ତାତି। ଆସନ୍ତା ୫ ଦିନ ଯାଏଁ ଜାରି ରହିବ ଗ୍ରୀଷ୍ମ ପ୍ରବାହ। ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଏଚ ଆର ବିଶ୍ୱାସ। ସେ … Continue reading ଆସନ୍ତା ୫ ଦିନ ଯାଏଁ ଜାରି ରହିବ ଗ୍ରୀଷ୍ମ ପ୍ରବାହ: ୪୩ ଡିଗ୍ରି ଟପିଲା ରାଜଧାନୀର ତାପମାତ୍ରା