30.1 C
Bhubaneswar
Tuesday, May 26, 2026
Homeଓଡିଶାଏସଆରସିଙ୍କ ସମୀକ୍ଷା ପରେ ଖରାଛୁଟି ନିଷ୍ପତ୍ତି

ଏସଆରସିଙ୍କ ସମୀକ୍ଷା ପରେ ଖରାଛୁଟି ନିଷ୍ପତ୍ତି

ଭୁବନେଶ୍ୱର: ଖରାଛୁଟିକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦଗଣ୍ଡ ବଡ ବୟାନ ଦେଇଛନ୍ତି ।ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ଛୁଟି ନିଷ୍ପତ୍ତି ନିଆଯିବ । ଯେଉଁ ଜିଲ୍ଲାରେ ଅସହ୍ୟ ଗରମ ସେହି ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ନିଷ୍ପତ୍ତି ନିଆଯିବ ।ପିଲାମାନଙ୍କ ସୁରକ୍ଷାକୁ ସବୁଠାରୁ ଅଧିକ ଗୁରୁତ୍ୱ ଦେଉଛୁ । ପଶ୍ଚିମ ଓଡିଶାର କିଛି ସ୍ଥାନରେ ପ୍ରବଳ ଗରମ ହେଉଛି, ବିଚାର କରାଯାଉଛି । ଏସଆରସିଙ୍କ ହିଟ ୱେଭ ସମୀକ୍ଷା ପରେ ହିଁ ଖରାଛୁଟି ନିଷ୍ପତ୍ତି ନିଆଯିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking