26.1 C
Bhubaneswar
Sunday, July 6, 2025
Homeବ୍ରେକୀଙ୍ଗଟସ ଜିତି ପ୍ରଥମେ ବ୍ୟାଟିଂ କରିବ ସନରାଇଜର୍ସ ହାଇଦ୍ରାବାଦ

ଟସ ଜିତି ପ୍ରଥମେ ବ୍ୟାଟିଂ କରିବ ସନରାଇଜର୍ସ ହାଇଦ୍ରାବାଦ

ନୂଆଦିଲ୍ଲୀ : ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମଠାରେ ଆଜି ଆଇପିଏଲ ୨୦୨୦ର ୧୪ ତମ ମ୍ୟାଚ ଚେନ୍ନାଇ ସୁପକ କିଙ୍ଗସ ଓ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଉଛି । ମିଳିଥିବା ସର୍ବଶେଷ ସୂଚନା ଅନୁଯାୟୀ ସନରାଇଜର୍ସ ହାଇଦ୍ରାବାଦ ଦଳ ଟସ ଜିଣି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି । ଏପର୍ଯ୍ୟନ୍ତ ଚେନ୍ନାଇ ଦଳ ନିଜର ସୁନାମ ଅନୁସାରେ ପ୍ରଦର୍ଶନ କରିପାରିନାହିଁ । ଦଳ ଏପର୍ଯ୍ୟନ୍ତ ୩ଟି ମ୍ୟାଚ ଖେଳି ଗୋଟିଏ ବିଜୟ ଓ ୨ଟି ପରାଜୟ ସହ ୨ ପଏଣ୍ଟ ପାଇ ପଏଣ୍ଟ ଟେବୁଲର ଶେଷ ସ୍ଥାନରେ ରହିଛି । ଅନ୍ୟପକ୍ଷରେ ହାଇଦ୍ରାବାଦ ଦଳ ମଧ୍ୟ ଏପର୍ଯ୍ୟନ୍ତ ୩ଟି ମ୍ୟାଚ ଖେଳି ଗୋଟିଏ ବିଜୟ ଓ ୨ଟି ପରାଜୟ ସହ ୨ ପଏଣ୍ଟ ପାଇ ପଏଣ୍ଟ ଟେବୁଲର ୭ମ ସ୍ଥାନରେ ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking