26.1 C
Bhubaneswar
Wednesday, February 11, 2026
Homeଓଡିଶାକନକ ବର୍ଦ୍ଧନଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି

କନକ ବର୍ଦ୍ଧନଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି । ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ବିଜେଡିର ପରାଜିତ ପ୍ରାର୍ଥୀ ସରୋଜ ମେହେରେଙ୍କୁ ନୋଟିସ ଦିଆଯାଇଛି । ବିନା ଶୁଣାଣିରେ ମାମଲା ଖାରଜ କରିବାକୁ କେଭି କରିଥିଲେ ଆବେଦନ । କେଭିଙ୍କ ଆବେଦନଙ୍କୁ ଖାରଜ କରି ମାମଲା ଚାଲିବ କହିଥିଲେ ହାଇକୋର୍ଟ । ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଛନ୍ତି କନକ ବର୍ଦ୍ଧନ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking