ଭୁବନେଶ୍ୱର : ବିଧାୟକ ସୁୁରେଶ ରାଉତରାୟଙ୍କୁ କଂଗ୍ରେସରୁ ବହିଷ୍କାର କରାଯାଇଛି। ସୁରେଶ ରାଉତରାୟଙ୍କୁ ଦଳରୁ ୬ ବର୍ଷ ପାଇଁ ବହିଷ୍କୃତ କରାଯାଇଛି । ସୁରଙ୍କୁ ୬ ବର୍ଷ ପାଇଁ ବହିଷ୍କାର କଲା ଏଆଇସିସି । ଏଆଇସିସି ପକ୍ଷରୁ ପ୍ରେସ୍ ରିଲିଜ ଜରିଆରେ ସୂଚନା ଦିଆଯାଇଛି । ବିଶୃଙ୍ଖଳା ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।