27.1 C
Bhubaneswar
Saturday, June 22, 2024
Homeଓଡିଶାକଂଗ୍ରେସରୁ ଲଢିବେନି ସୁରଙ୍କ ପୁଅ

କଂଗ୍ରେସରୁ ଲଢିବେନି ସୁରଙ୍କ ପୁଅ

ଭୁବନେଶ୍ୱର: କଂଗ୍ରେସରୁ ଲଢିବେନି କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ପୁଅ । ସୁରଙ୍କ ସାନ ପୁଅ ମନ୍ମଥ ରାଉତରାୟ କଂଗ୍ରେସ ଟିକେଟରୁ ଲଢିବେନି ବୋଲି ସୂଚନା ରହିଛି । କେଉଁ ଦଳରୁ ଲଢିବେ, ଅକ୍ଟୋବରରେ ଘୋଷଣା କରିବେ ମନ୍ମଥ । ଜଟଣୀବାସୀ ଓ କର୍ମୀଙ୍କ ମତାମତକୁ ନେଇ ନିଷ୍ପତ୍ତି ନେଇଥିବା କହିଲେ । ଏନେଇ ବାପାଙ୍କ ସହ ମଧ୍ୟ ଆଲୋଚନା କରିଥିବା କହିଲେ ମନ୍ମଥ ।

ନଦୀପଠାରୁ ଯୁବତୀଙ୍କ କ୍ଷତାକ୍ତ ମୃତଦେହ ଠାବ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking