16.1 C
Bhubaneswar
Sunday, December 7, 2025
Homeଓଡିଶାଭିନ୍ନକ୍ଷମ ଶିଶୁଙ୍କ ହେବ ସର୍ଭେ

ଭିନ୍ନକ୍ଷମ ଶିଶୁଙ୍କ ହେବ ସର୍ଭେ

ଭୁବନେଶ୍ୱର: ରାଜ୍ୟରେ ଭିନ୍ନକ୍ଷମ ଶିଶୁଙ୍କ ହେବ ସର୍ଭେ ।  ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ  ମାର୍ଗଦର୍ଶଶିକା ଜାରି  କରାଯାଇଛି ।  ଘର ଘର ବୁଲି ତଥ୍ୟ ସଂଗ୍ରହ କରିବେ ଅଙ୍ଗନବାଡି କର୍ମୀ । ଏଥିପାଇଁ  ଅଙ୍ଗନବାଡି କର୍ମୀଙ୍କୁ ୫୦୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ । ଜନ୍ମରୁ ୬ ବର୍ଷ ମଧ୍ୟରେ ଥିବା ଭିନ୍ନକ୍ଷମ ଶିଶୁଙ୍କ କରାଯିବ ସର୍ଭେ । ଚିହ୍ନଟ ଶିଶୁଙ୍କୁ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ସାମିଲ କରାଯିବ । ଏନଇପି- ୨୦୨୦, ଆରପିଡବ୍ଲ୍ୟୁଡି ଆକ୍ଟ ୨୦୧୬ରେ କରାଯିବ ସାମିଲ ।  ସର୍ଭେ ଠିକ ଭାବେ ହେଉଛି କି ନାହିଁ ଅଧିକାରୀମାନେ  ଯାଞ୍ଚ କରିବେ ।  ଆସନ୍ତା ୧ ମାସ ମଧ୍ୟରେ ଶେଷ ହେବ ସର୍ଭେ  ପ୍ରକ୍ରିୟା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking