ଧାମନଗର ଫଳାଫଳ: ୧୦ମ ରାଉଣ୍ଡରେ ବି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ

ଭଦ୍ରକ : ଆଗେଇ ଚାଲିଛନ୍ତି ସୂର୍ଯ୍ୟବଂଶୀ ସୂରଜ । ଚାଲିଛି ଭାଗ୍ୟ ପରୀକ୍ଷା । ଧାମନଗର ଉପନିର୍ବାଚନରେ ଫଳାଫଳ ଘୋଷଣା ଜାରି ରହିଛି । ପ୍ରଥମ ରାଉଣ୍ଡରୁ ହିଁ ଲିଡ୍‌ କରୁଛନ୍ତି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ । ୧୦ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୪୮୪୫ ଭୋଟରେ ଆଗୁଆ ଅଛନ୍ତି । ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ମୋଟ ୪୫,୩୨୧ ଭୋଟ ମିଳିଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ … Continue reading ଧାମନଗର ଫଳାଫଳ: ୧୦ମ ରାଉଣ୍ଡରେ ବି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ