ଧାମନଗର ଫଳାଫଳ: ୧୪ରାଉଣ୍ଡ ସୁଦ୍ଧା ବହୁ ଆଗରେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ

ଭଦ୍ରକ : ଆଗେଇ ଚାଲିଛନ୍ତି ସୂର୍ଯ୍ୟବଂଶୀ ସୂରଜ । ଚାଲିଛି ଭାଗ୍ୟ ପରୀକ୍ଷା । ଧାମନଗର ଉପନିର୍ବାଚନରେ ଫଳାଫଳ ଘୋଷଣା ଜାରି ରହିଛି । ମୋଟ ୧୪ଟି ରାଉଣ୍ଡ ଗଣତି ଶେଷ ହୋଇଛି । ପ୍ରଥମରୁ ବିଜେପି ପ୍ରାର୍ଥୀ ଆଗରେ ରହିଛନ୍ତି । ୧୪ତମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୭୬୬୧ ଭୋଟରେ ଆଗୁଆ ଅଛନ୍ତି । ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ମୋଟ ୬୩,୦୩୧ଭୋଟ ମିଳିଥିବା ବେଳେ ବିଜେଡି ପ୍ରାର୍ଥୀ … Continue reading ଧାମନଗର ଫଳାଫଳ: ୧୪ରାଉଣ୍ଡ ସୁଦ୍ଧା ବହୁ ଆଗରେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ