28.7 C
Bhubaneswar
Friday, April 10, 2026
Homeଓଡିଶାଏଏସଆଇ ଟିମର ସୂର୍ଯ୍ୟମନ୍ଦିର ଅନୁଧ୍ୟାନ

ଏଏସଆଇ ଟିମର ସୂର୍ଯ୍ୟମନ୍ଦିର ଅନୁଧ୍ୟାନ

ଭୁବନେଶ୍ୱର : କୋଣାର୍କ ସୂର୍ଯ୍ୟ ମନ୍ଦିରରେ ୬ ଜଣିଆ ଏଏସଆଇ ଟିମ । ଏଡିଜି ଜାହ୍ନବୀ ଶର୍ମାଙ୍କ ନେତୃତ୍ୱରେ ଏଏସଆଇ ଟିମର ଅନୁଧ୍ୟାନ । ମନ୍ଦିର ସଂରକ୍ଷଣ ଓ ଗର୍ଭଗୃହରୁ ବାଲିକାଢି ସ୍ଥିତି ନେଇ ଅନୁଧ୍ୟାନ । ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଗର୍ଭଗୃହରୁ ବାଲି କାଢିବା ପାଇଁ ତିନି ବର୍ଷ ସମୟ ଧାର୍ଯ୍ୟ ହୋଇଥିଲା। ଦୁଇ ବର୍ଷ ହେବ କାମ ଆରମ୍ଭ ହୋଇଛି। ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ଉତ୍ତର-ପଶ୍ଚିମ କୋଣ ଓ ଦକ୍ଷିଣ ପଶ୍ଚିମ କୋଣରେ ମେକାନିକାଲ ୱାର୍କିଂ ପ୍ଲାଟଫର୍ମ ପ୍ରଥମ ଆଇରନ ସିଡି ନିର୍ମାଣ କାମ ଶେଷ ହୋଇଛି। ବାଲି କାଢିବା କାମ ସମୂର୍ଣ୍ଣ ବନ୍ଦ ରହିଥିବାରୁ ପ୍ଲାଟଫର୍ମ ନିର୍ମାଣ କାମ ପରେ ମନ୍ଦିରର ପଶ୍ଚିମ ଦ୍ୱାର ଦ୍ୱିତୀୟ ପିଢରେ ଗର୍ଭଗୃହକୁ ପ୍ରବେଶ ପାଇଁ ଏକ ଗର୍ତ୍ତ ଖୋଳାଯିବ। ସେହିବାଟରେ ଗର୍ଭଗହରୁ ବାଲି କଢାଯିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking