26.1 C
Bhubaneswar
Saturday, December 13, 2025
Homeଓଡିଶାକିସ୍‌ରେ ୯ମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ!

କିସ୍‌ରେ ୯ମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ!

ଭୁବନେଶ୍ୱର: ଭୁବନେଶ୍ୱରର କିସ୍‌ରେ ୯ମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତ ଛାତ୍ର କେନ୍ଦୁଝର ଟାଉନ ଥାନା ଟିକରଗୁମୁରା ଘାଁର ବାସିନ୍ଦା ବୋଲି ଚିହ୍ନଟ କରାଯାଇଛି । ମୃତଦେହ ଉଦ୍ଧାର ସମୟରେ ଛାତ୍ରଙ୍କ ଶରୀରେ କ୍ଷତ ଚିହ୍ନ ରହିଥିବା ଜଣାପଡିଛି । ପରିବାର ଲୋକ ହତ୍ୟା ଅଭିଯୋଗ କରିଛନ୍ତି । ମୃତଦେହ ରଖି କେନ୍ଦୁଝର ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ଧାରଣାରେ ବସିଛନ୍ତି ପରିବାର ଲୋକେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣରେ ଆଣିବା ପାଇଁ ପ୍ରୟାସ କରିବା ସହ ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲ ପଠାଇଛି । ପରିବାରଙ୍କ ଅଭିଯୋଗ ଆଧାରରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ପୋଲିସ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking