16.1 C
Bhubaneswar
Tuesday, December 9, 2025
Homeଓଡିଶାସ୍ୱାମୀସ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ସ୍ୱାମୀସ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ବାରିପଦା: ସନ୍ଦେହଜନକ ଅବସ୍ଥାରେ ସ୍ୱାମୀସ୍ତ୍ରୀଙ୍କ ମୃତଦେହ ଠାବ । ଝାରପୋଖରିଆ ଥାନା ରାୟବଶି ଗାଁରେ ମୃତଦେହ ଠାବ । ସ୍ତ୍ରୀର ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି । ସ୍ୱାମୀର ଝୁଲନ୍ତା ମୃତଦେହ ଉଦ୍ଧାର କରିଯାଇଛି । ହତ୍ୟା ନା ଜୀବନ ହାରିଲେ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking