29.1 C
Bhubaneswar
Sunday, May 11, 2025
Homeଓଡିଶାକଲେଜ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

କଲେଜ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

କେନ୍ଦୁଝର: ଘରୋଇ ଆବାସିକ କଲେଜର ଜଣେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ରାତିରେ ଶୋଇଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କେନ୍ଦୁଝର ଟାଉନ ଥଆନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାଶ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ ପରେ ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking