25.1 C
Bhubaneswar
Thursday, May 9, 2024
Homeଓଡିଶାସୋର ସବ-ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ସୋର ସବ-ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ସୋର: ବାଲେଶ୍ୱର ସୋର ସବଜେଲରେ ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ। ମୃତ ବିଚାରାଧୀନ କଏଦୀଙ୍କ ଘର ଭଦ୍ରକ ଜିଲ୍ଲାରେ ବୋଲି ସୂଚନା ମିଳିଛି । ୨ମାସ ପୂର୍ବରୁ କରୋନା ପାଇଁ ଭଦ୍ରକରୁ ସୋର ସବଜେଲକୁ ସ୍ଥାନାନ୍ତର ହୋଇଥିଲେ । ଗତକାଲି ଅସୁସ୍ଥ ଅନୁଭବ କରିବାରୁ ରାତି ଗୋଟାଏ ବେଳେ ତାଙ୍କୁ ସୋର ମେଡିକାଲକୁ ନିଆଯାଇଥିଲା । କିନ୍ତୁ କଏଦୀଜଣଙ୍କ ମେଡିକାଲରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଥିଲା ବୋଲି ଚିକିତ୍ସା କରିଥିବା ଡାକ୍ତର କହିଛନ୍ତି । ବ୍ୟବଚ୍ଛେଦ ପାଇଁ ମୃତଦେହକୁ ସୋର ମେଡ଼ିକାଲରେ ରଖାଯାଇଛି l

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking