17.1 C
Bhubaneswar
Sunday, December 7, 2025
Homeଓଡିଶାଓଏପିଏଫ୍ ଯବାନଙ୍କ ସନ୍ଦେହଜନକ ମୃତ୍ୟୁ

ଓଏପିଏଫ୍ ଯବାନଙ୍କ ସନ୍ଦେହଜନକ ମୃତ୍ୟୁ

ରାୟଗଡା: ଓଡିଶା ସହାୟକ ଆରକ୍ଷୀ ବାହିନୀ ର ଜଣେ ଯବାନଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ତାଙ୍କ ମୃତଦେହ ରାସ୍ତା ମଝିରେ ଏକ କପା ବାଡ ମଧ୍ୟରେ ପଡିଥିଲା । ଖବର ପାଇବା ପରେ ଶେଷଖାଲ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି । କେଉଁ କାରଣରୁ ଗୌରୀଙ୍କ ମୃତ୍ୟୁ ଘଟିଲା ତାଙ୍କ ଶବ ବ୍ୟବଚ୍ଛେଦ ପରେ ଜଣାପଡିବ ବୋଲି ସୂଚନା ମିଳିଛି । ରାୟଗଡ଼ା ଏସଡିପିଓ ଗୌରହରୀ ସାହୁ ସୂଚନା ଦେଇ କହିଛନ୍ତି ମୃତ ଗୌରୀ ଗତକାଲି ରାତ୍ରିରେ କାର୍ଯ୍ୟରେ ଯୋଗ ଦେଇଥିଲେ କିନ୍ତୁ କୌଣସି କାରଣରୁ ତାଙ୍କର ମୃତ୍ୟୁ ହୋଇଛି। ଏନେଇ ପୁଲିସ ତଦନ୍ତ କରୁଛି। ସୂଚନାରୁ ଜଣାପଡିଛି ଗୌରୀଙ୍କ ସ୍ୱାସ୍ଥ୍ୟ ଖରାପ ଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking