31.1 C
Bhubaneswar
Tuesday, March 17, 2026
Homeଓଡିଶାସମ୍ବଲପୁରୀ ଗାୟିକାଙ୍କ ସନ୍ଦେହଜନକ ମୃତ୍ୟୁ

ସମ୍ବଲପୁରୀ ଗାୟିକାଙ୍କ ସନ୍ଦେହଜନକ ମୃତ୍ୟୁ

ସମ୍ବଲପୁର : ଆରପାରିରେ ସମ୍ବଲପୁରୀ ଗାୟିକା ରୁକ୍ ସନା ବାନୋ। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ଘଟିଛି । ୧୫ ଦିନ ତଳେ ବଲାଙ୍ଗିରରେ ସୁଟିଂ ବେଳେ ରୁକ୍ ସନା ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ପ୍ରଥମେ ଭବାନୀପାଟଣା ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବରଗଡ଼ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସରେ କରାଯାଇଥିଲା। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।ତେବେ ରୁକ୍ ସନାଙ୍କ ମୃତ୍ୟୁକୁ ନେଇ ପ୍ରଶ୍ନ ଉଠାଇଛନ୍ତି ପରିବାର ଲୋକେ। ତାଙ୍କ ମା’ ଓ ବଡ ଭଉଣୀ ସଙ୍ଗୀନ ଅଭିଯୋଗ ଆଣିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking