କେନ୍ଦୁଝର: କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ଗଁପୁର ପଞ୍ଚାୟତ ବାରଙ୍ଗ ଗ୍ରାମର ମହିଳା ଦୋଳି ମାଝୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ଦୋଳି ଗତ ରାତିରେ ଖାଇ ପିଇ ଘରେ ଶୋଇଥିଲେ। କିନ୍ତୁ ଆଜି ସକାଳୁ ଉଠିନଥିଲେ। ପରିବାରଲୋକ ଘର କବାଟ ଭାଙ୍ଗି ତାଙ୍କୁ ଉଦ୍ଧାର କରିବା ସହ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଦୋଳିଙ୍କ ମୃତ୍ୟୁକୁ ତାଙ୍କ ବାପଘର ଲୋକ ସହଜରେ ଗ୍ରହଣ କରିପାରିନାହାନ୍ତି। ଡାହାଣୀ … Continue reading ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ
Copy and paste this URL into your WordPress site to embed
Copy and paste this code into your site to embed