24.1 C
Bhubaneswar
Sunday, December 7, 2025
Homeଓଡିଶାନିଆଁରେ ପୋଡି ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁ

ନିଆଁରେ ପୋଡି ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁ

ବାଲେଶ୍ୱର: ନିଆଁରେ ପୋଡି ହୋଇ ମହିଳାଙ୍କ ମୃତ୍ୟୁ ଅଭିଯୋଗ ହୋଇଛି । ବାଲେଶ୍ୱର ଜିଲ୍ଲା ଖଇରା ଥାନା କବର ହାତୀ ମୁଣ୍ଡା ଗାଁରେ ଅଭାବନୀୟ ଘଟଣା ଘଟିଛି । ମହିଳାଙ୍କୁ ପୋଡି ମାରି ଦେଇଥିବା ବାପଘର ଲୋକେ ଅଭିଯୋଗ କରିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରୁଛି । ପରିବାର ଲୋକହ୍‌କ ମନରେ ସୋକର ଛାୟା ଖେଳିଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking