ଭୁବନେଶ୍ବର: ବିଶିଷ୍ଟ କୃଷି ବିଜ୍ଞାନୀ ଏମ ଏସ ସ୍ୱାମୀନାଥନ୍ଙ୍କ ପରଲୋକ ଘଟିଛି। ଚେନ୍ନାଇରେ ୯୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ସବୁଜ ବିପ୍ଲବର ଜନକ ଥିଲେ ଏମ ଏସ ସ୍ବାମୀନାଥନ । କୃଷି କ୍ଷେତ୍ରରେ ସ୍ବାମୀନାଥନଙ୍କ ରହିଛି ଉଲ୍ଲେଖନୀୟ ଅବଦାନ।