27.1 C
Bhubaneswar
Thursday, April 25, 2024
Homeଓଡିଶାଆସନ୍ତାକାଲି ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ

ଆସନ୍ତାକାଲି ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ

ଭୁବନେଶ୍ୱର: ଆସନ୍ତାକାଲି ହେବ ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । ଲୋକସେବା ଭବନର କନଭେନସନ ସେଣ୍ଟରରେ ପୂର୍ବାହ୍ମରେ ଶପଥ ଉତ୍ସବ ଅନୁଷ୍ଠିତ ହେବ । ନୂଆ ମନ୍ତ୍ରୀଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶପଥପାଠ କରାଇବେ । ସପ୍ତାହ ତଳେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଥିଲେ ୨ ମନ୍ତ୍ରୀ । ଇସ୍ତଫା ଦେଇଥିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଓ ଶ୍ରମ ମନ୍ତ୍ରୀ  ଶ୍ରୀକାନ୍ତ ସାହୁ । ଏହାସହ ବାଚସ୍ପତି ବିକ୍ରମ କେଶରୀ ଆରୁଖ ମଧ୍ୟ ଦେଇଥିଲେ ଇସ୍ତଫା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking