30.1 C
Bhubaneswar
Sunday, February 8, 2026
Homeଦେଶ ବିଦେଶତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଅସୁସ୍ଥ

ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଅସୁସ୍ଥ

ଚେନ୍ନାଇ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍ ଖରାପ ହୋଇଯାଇଛି। ତାଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ଏବଂ ତାଙ୍କର ଚିକିତ୍ସା ଚାଲିଛି। ହସ୍ପିଟାଲର ପ୍ରେସ୍ ରିଲିଜ ଅନୁସାରେ, ସକାଳ ଚାଲିବା ସମୟରେ ମୁଖ୍ୟମନ୍ତ୍ରୀ ଦୁର୍ବଳ ଏବଂ ମୁଣ୍ଡ ବୁଲାଉଥିବା ଅନୁଭବ କରିଥିଲେ, ଯାହା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଜଣାପଡିବ। 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking