30.1 C
Bhubaneswar
Wednesday, July 9, 2025
Homeଦେଶ ବିଦେଶଜୁନ୍‌ ୫ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ୧୦ କୋଟି ଗଛ ଲଗାଇବାକୁ ଲକ୍ଷ୍ୟ: ଧର୍ମେନ୍ଦ୍ର ପ୍ରଧାନ

ଜୁନ୍‌ ୫ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ୧୦ କୋଟି ଗଛ ଲଗାଇବାକୁ ଲକ୍ଷ୍ୟ: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ଗୁରୁବାରଠୁ ମା’ଙ୍କ ନାରେ ଗୋଟିଏ ଗଛ ୨.୦ ଅଭିଯାନ । ଜୁନ୍‌ ୫ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ୧୦ କୋଟି ଗଛ ଲଗାଇବାକୁ ଲକ୍ଷ୍ୟ ରଖିଛନ୍ତି କେନ୍ଦ୍ର ସରକାର ।  ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭିଡିଓ ବାର୍ତ୍ତା ମାଧ୍ୟମରେ ଗଛ ଲଗାଇବାକୁ ସମସ୍ତଙ୍କୁ ଅନୁରୋଧ କରିଛନ୍ତି । କେନ୍ଦ୍ରମନ୍ତ୍ରୀ କହିଛନ୍ତି , ଏହି ଅଭିଯାନ ପ୍ରକୃତିର ସମ୍ମାନ ପ୍ରତି ଏକ ବଡ଼ ପ୍ରତିଜ୍ଞା । ଚଳିତବର୍ଷ ଏହି ବୃହତ ବୃକ୍ଷରୋପଣ ଅଭିଯାନକୁ ବ୍ୟାପକ କରିବା ପାଇଁ “ ମା’ଙ୍କ ନାମରେ ଗୋଟିଏ ଗଛ ୨.୦ରୁ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ଏଥର ୧୦ କୋଟି ଗଛ ଲଗାଇବା ପାଇଁ ଦେଶବାସୀ ବିଶେଷ ଭାବରେ ଛାତ୍ରଛାତ୍ରୀମାନଙ୍କୁ ଭିଡିଓ ମେସେଜ୍ ଜରିଆରେ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ସମସ୍ତେ ନିଜର ମା’ଙ୍କ ନାମରେ ଗୋଟିଏ ଗଛ ଲଗାନ୍ତୁ , ତାହାର ସୁରକ୍ଷା ଓ ଯତ୍ନ ନିଅନ୍ତୁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking