34.1 C
Bhubaneswar
Friday, October 18, 2024
Homeଓଡିଶାଭାରସାମ୍ୟ ହରାଇ ଓଲଟିଲା ଟାଟା ଏସି ; ୧୦ରୁ ଅଧିକ ଆହତ

ଭାରସାମ୍ୟ ହରାଇ ଓଲଟିଲା ଟାଟା ଏସି ; ୧୦ରୁ ଅଧିକ ଆହତ

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ଯୁଯୁମୁରା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଟାଟା ଏସି। ଯାହାଫଳରେ ୧୦ରୁ ଅଧିକ ଲୋକ ଗୁରୁତର ଆହତ ହୋଇଛନ୍ତି । ଯାହାଫଳରେ ଏହି ଗାଡିରେ ଥିବା ୧୦ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ସଂଗେ ସଂଗେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ତେବେ ପୋଲିସ ଘଟଣା ସ୍ଥଳରେ ପହଂଚି ଦୁର୍ଘଟଣା କିପରି ଘଟିଲା ତାହାର ତଦନ୍ତ କରୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking