14.1 C
Bhubaneswar
Sunday, December 14, 2025
Homeଓଡିଶାଶିକ୍ଷକ ଶିକ୍ଷାର୍ଥୀ ସମ୍ପର୍କରେ ଅବମୂଲ୍ୟାୟନ: ଧର୍ମେନ୍ଦ୍ର

ଶିକ୍ଷକ ଶିକ୍ଷାର୍ଥୀ ସମ୍ପର୍କରେ ଅବମୂଲ୍ୟାୟନ: ଧର୍ମେନ୍ଦ୍ର

ଭୁବନେଶ୍ୱର: ବାଲେଶ୍ବର ଘଟଣାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା । କହିଲେ ରାଜ୍ୟ ସରକାର ସଠିକ ପଦକ୍ଷେପ ନେଇଛନ୍ତି।ଏହା ଏକ ଦୁର୍ଭାଗ୍ୟଜନକ ଘଟଣା, ଯେତେ ନିନ୍ଦା କଲେ ବି କମ୍‌ ହେବ। ଶିକ୍ଷକ-ଶିକ୍ଷାର୍ଥୀ ସମ୍ପର୍କରେ ଅବମୂଲ୍ୟାୟନ ହୋଇଛି, ସାମ୍ନା କରିବାକୁ ପଡ଼ିବ। ଆଗକୁ ରାଜ୍ୟ ସରକାର ଆଇନ ଅନୁସାରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବେ। ରାଜନୀତି କରିବାର ବେଳ ନୁହେଁ, ଉତ୍ତମ ଚିକିତ୍ସା ଯୋଗାଇବା ପ୍ରାଥମିକତା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking