ଭୁବନେଶ୍ୱର: ଶିକ୍ଷକଙ୍କୁ କୋଭିଡ ବଢୁଥିବା ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ଦେଇଛନ୍ତି । କହିଛନ୍ତି , ସ୍କୁଲ ଖୋଲିଲେ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ସତର୍କ କରାଯିବ । ଜିଲ୍ଲା ଶିକ୍ଷାଧିକାରୀଙ୍କୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯିବ । ଅଧିକ ସ୍ୱାସ୍ଥ୍ୟ ଖରାପ ହେଲେ ଘରେ ରହିବେ ଛାତ୍ର ଛାତ୍ରୀ । ସ୍ୱାସ୍ଥ୍ୟ ବିଭାଗର ଗାଇଡଲାଇନ ପାଳନ କରିବ ବିଭାଗ ।










