ରାଜ୍ୟଗୋଷ୍ଠୀ କ୍ରୀଡ଼ା-୨୦୨୨ : ଇଂଲଣ୍ଡକୁ ହରାଇ ଫାଇନାଲରେ ଭାରତୀୟ ମହିଳା କ୍ରିକେଟ ଟିମ

ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡ଼ା ଫାଇନାଲରେ ନିଜ ଜାଗା ପକ୍କା କରିଛି ଭାରତୀୟ ମହିଳା କ୍ରିକେଟ ଟିମ । ସେମିଫାଇନାଲରେ ଇଂଲଣ୍ଡ ଉପରେ ରୋମାଞ୍ଚକର ବିଜୟ ହାସଲ କରି ଟୁର୍ଣ୍ଣାମେଣ୍ଟରେ ମେଡାଲ ଆଶାକୁ ଆହୁରି ଦୃଢୀଭୂତ କରିଛି । ଭାରତ-ଇଂଲଣ୍ଡ ମଧ୍ୟରେ ଚାଲିଥିବା ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଶେଷରେ ମାତ୍ର ୪ ରନରେ ଏକ ଦମଦାର ବିଜୟ ପାଇଛି ଟିମ ଇଣ୍ଡିଆ । ଏଥି ସହିତ ଟୁର୍ଣ୍ଣାମେଣ୍ଟରେ ପ୍ରଥମ ଦଳ ଭାବେ ଫାଇନାଲ ପାଇଁ ସିଧା ଟିକେଟ ପାଇଛି … Continue reading ରାଜ୍ୟଗୋଷ୍ଠୀ କ୍ରୀଡ଼ା-୨୦୨୨ : ଇଂଲଣ୍ଡକୁ ହରାଇ ଫାଇନାଲରେ ଭାରତୀୟ ମହିଳା କ୍ରିକେଟ ଟିମ