ପୁଣି ବାପା ହୋଇଛନ୍ତି ଟିମ ଇଣ୍ଡିଆର ଷ୍ଟାର କ୍ରିକେଟର ବିରାଟ

ବ୍ୟୁରୋ : ପୁଣି ବାପା ହୋଇଛନ୍ତି ଟିମ ଇଣ୍ଡିଆର ଷ୍ଟାର କ୍ରିକେଟର ବିରାଟ କୋହଲି । ସେ ଏକ ପୁତ୍ର ସନ୍ତାନର ବାପା ହୋଇଥିବା କଥା କହିଛନ୍ତି ବିରାଟ । ଏଥିସହ ପୁଅର ନାଁ ଅକାୟ ରଖାଯାଇଥିବା ବିରାଟ କହିଛନ୍ତି।ଉଭୟ ବିରାଟ ଓ ଅନୁଷ୍କା ନିଜ ନିଜ ସୋଶାଲ ମିଡିଆ ଆକାଉଣ୍ଟରେ ଏହି ଖୁସି ଖବର ଶେୟାର କରିଛନ୍ତି। ଏଥିରେ ବିରୁଷ୍କା କହିଛନ୍ତି ଯେ ପୁତ୍ର ସନ୍ତାନର ଜନ୍ମ ଫେବୃଆରୀ ୧୫ରେ ହୋଇଥିଲା।  ବିରୁଷ୍କା କହିଛନ୍ତି, ଅତ୍ୟନ୍ତ … Continue reading ପୁଣି ବାପା ହୋଇଛନ୍ତି ଟିମ ଇଣ୍ଡିଆର ଷ୍ଟାର କ୍ରିକେଟର ବିରାଟ