27.1 C
Bhubaneswar
Saturday, July 27, 2024
Homeଦେଶ ବିଦେଶତେଲେଙ୍ଗାନା: କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଲେ ୧୧ ବିଧାୟକ

ତେଲେଙ୍ଗାନା: କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଲେ ୧୧ ବିଧାୟକ

ତେଲେଙ୍ଗାନା:  ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେବାନ୍ତ ସରକାର । ହାଇଦ୍ରାବାଦରେ ଶପଥ ପାଠ କରାଇଲେ ରାଜ୍ୟପାଳ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ । ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଟି ବିକ୍ରମାର୍କ । କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଲେ ୧୧ ବିଧାୟକ । ଗ୍ରହଣ ସମାରୋହରେ ସୋନିଆ, ରାହୁଲ, ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ ।

ତେଲେଙ୍ଗାନାରେ ରେବାନ୍ତ ସରକାର

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking