27.1 C
Bhubaneswar
Thursday, April 25, 2024
Homeଓଡିଶା୧୫ ଡିଗ୍ରୀ ତଳେ ୪ ସହର

୧୫ ଡିଗ୍ରୀ ତଳେ ୪ ସହର

ଭୁବନେଶ୍ୱର : ରାଜ୍ୟର ୪ଟି ସ୍ଥାନର ତାପମାତ୍ରା ୧୫ଡିଗ୍ରୀ ସେଲସିୟସ ତଳେ ରହିଛି । ୧୧.୮ ଡିଗ୍ରୀ ସହ ସର୍ବନିମ୍ନ ତାପମାତ୍ରାରେ ରହିଛି ସୋନପୁର । ଅନୁଗୁଳ ୧୨.୬, ଦାରିଙ୍ଗିବାଡି ୧୪, ଝାରସୁଗୁଡା ୧୪.୧ ।କେନ୍ଦୁଝର ୧୫, ଭୁବନେଶ୍ୱର ୨୦.୬, କଟକ ୧୯ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି । ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବାହିତ ହେଉଛି । ଫଳରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତାପମାତ୍ରା କମିବାରେ ଲାଗିଛି । ଉତ୍ତର ଓଡିଶାର ସର୍ବନିମ୍ନ ତାପମାତ୍ରା ୨ ରୁ ୩ ଡିଗ୍ରୀ ଖସିବା ସମ୍ଭାବନା ରହିଛି । ଦକ୍ଷିଣ ଓଡିଶା ଜିଲ୍ଲା ଗୁଡିକରେ ତାପମାତ୍ରା ୩ ରୁ ୪ ଡିଗ୍ରୀ ଖସିବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking