ଭୁବନେଶ୍ୱର : ମାହାଙ୍ଗା ଡବଲ ମର୍ଡର ମାମଲା ପ୍ରତାପ ଜେନାଙ୍କୁ ସାମୟିକ ଆଶ୍ୱସ୍ତି । କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଉପରେ ହାଇକୋର୍ଟଙ୍କ ରୋକ୍ । ସାଲେପୁର ଜେଏମଏଫସି କୋର୍ଟଙ୍କୁ ରେକର୍ଡ ତଲବ କଲେ ହାଇକୋର୍ଟ । ଆସନ୍ତା ଡିସେମ୍ବର ୧୯ରେ ମାମଲାର ପରବର୍ତ୍ତୀ ଶୁଣାଣି ।