29.1 C
Bhubaneswar
Tuesday, September 27, 2022
Homeଦେଶ ବିଦେଶହସ୍ପିଟାଲରେ ଅଗ୍ନିକାଣ୍ଡ, ୧୦ ମୃତ

ହସ୍ପିଟାଲରେ ଅଗ୍ନିକାଣ୍ଡ, ୧୦ ମୃତ

ଭୋପାଳ : ମଧ୍ୟପ୍ରଦେଶ ଜବଲପୁର ରେ ହସ୍ପିଟୀଲ ରେ ଅଗ୍ନିକାଣ୍ଡ ।ଅଗ୍ନିକାଣ୍ଡରେ ୧୦ ଜଣଙ୍କ ମୃତ୍ୟୁ । ଜବଲପୁର ର ଏକ ଘରୋଇ ହସ୍ପିଟାଲ ରେ ଭୟାବହ ଅଗ୍ନିକାଣ୍ଡ ।ଜବଲପୁର ନ୍ୟୁଲାଇଫ ମଲ୍ଟିସ୍ପେଶାଲିଟି ହସ୍ପିଟାଲରେ ନିଆଁ । ନିଆଁ ଲାଗି ଯିବାରୁ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ କିଛି ଲୋକ ଗୁରୁତର ଆହତ ହୋଇଛନ୍ତି। ସୋମବାର ଏଭଳି ଏକ ଦୁଃଖଦ ଘଟଣା ଘଟିଛି ମଧ୍ୟପ୍ରଦେଶର ଜବଲପୁରରେ। ଘଟଣାସ୍ଥଳକୁ ଅଗ୍ନିଶମ ବାହିନୀକୁ ପଠାଯାଇଛି। ଜବଲପୁର ଜିଲ୍ଲା ଆଲିଆ ରାଜା କହିଛନ୍ତି ଯେ ଏହି ଅଗ୍ନିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking