27.1 C
Bhubaneswar
Sunday, September 8, 2024
Homeଦେଶ ବିଦେଶଆତଙ୍କୀ ନିହତ, ୩ ଯବାନ ଆହତ

ଆତଙ୍କୀ ନିହତ, ୩ ଯବାନ ଆହତ

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀର କୁପୱାଡା ଜିଲ୍ଲା ଏକ ଅଞ୍ଚଳରେ ଯବାନ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ସୁରକ୍ଷାକର୍ମୀଂକ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛି । ତେବେ ଆତଙ୍କବାଦୀଙ୍କ ସହ ଗୁଳିବିନିୟ ହେବା ଦ୍ୱାରା ୩ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି । ସେମାନଙ୍କୁ ସେହି ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking